Online Bible

- Reklamy -




ଆଦି ପୁସ୍ତକ 32:20 - ଓଡିଆ ବାଇବେଲ

20 ଆହୁରି କହିବ, “ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି; କାରଣ ସେ ମନେ କଲେ, ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରି ପାରନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆହୁରି କହିବ, ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି; କାରଣ ସେ ମନେ କଲେ, ଆଗେ ଭେଟୀ ପଠାଇ ତାଙ୍କୁ ଶା; କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରି ପାରନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆହୁରି କହିବ, ‘ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି;’” କାରଣ ସେ ମନେ କଲେ, “ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରିପାରନ୍ତି।”

Viz kapitola kopírovat

ପବିତ୍ର ବାଇବଲ

20 ତୁମ୍ଭେମାନେ କହିବ, ‘ଏହିସବୁ ତୁମ୍ଭ ପାଇଁ ଉପହାର ଅଟେ। ଏବଂ ତୁମ୍ଭର ଦାସ ଯାକୁବ ତୁମ୍ଭ ପଛରେ ଆସୁଛନ୍ତି।’” ଯାକୁବ ଭାବିଲେ, “ଯଦି ମୁଁ ଏହି ଲୋକମାନଙ୍କୁ ଉପହାର ଦେଇ ଆଗରେ ପଠାଇ ଦିଏ, ହୋଇପାରେ ଏଷୌ ମୋତେ କ୍ଷମା ଦେଇପାରେ ଏବଂ ମୋତେ ଗ୍ରହଣ କରିପାରେ।”

Viz kapitola kopírovat




ଆଦି ପୁସ୍ତକ 32:20

Následuj nás:

Reklamy


Reklamy