ଆଦି ପୁସ୍ତକ 32:4 - ଓଡିଆ ବାଇବେଲ4 ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ଵ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ‘ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା। Viz kapitolaପବିତ୍ର ବାଇବଲ4 ଯାକୁବ ଦୂତମାନଙ୍କୁ କହିଲେ, “ଏହି କଥା ମୋର ଜ୍ୟେଷ୍ଠ ଭ୍ରାତା ଏଷୌଙ୍କୁ କୁହ, ‘ତୁମ୍ଭର ଦାସ ଯାକୁବ କହିଲା, ଏହି ଦିନଗୁଡ଼ିକ ମୁଁ ଲାବନ ସହିତ ବାସ କରିଛି। Viz kapitola |