ଆଦି ପୁସ୍ତକ 32:5 - ଓଡିଆ ବାଇବେଲ5 ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ଵାଦ ପଠାଇଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।’” Viz kapitolaପବିତ୍ର ବାଇବଲ5 ମୋର ଗାଈଗୁଡ଼ିକ, ଗର୍ଦ୍ଦଭଗୁଡ଼ିକ, ପଶୁଗଣ, ମନୁଷ୍ୟଗଣ, ସେବକ ଓ ସେବିକାଗଣ ଅଛନ୍ତି। ମୁନିବ, ମୁଁ ଅନୁଗ୍ରହ ପାଇବା ନିମନ୍ତେ ଏହି ଦୂତଗଣଙ୍କୁ ପଠାଉଛି। ଦୟାକରି ସେମାନଙ୍କୁ ଗ୍ରହଣ କର।’” Viz kapitola |