ଆଦି ପୁସ୍ତକ 32:8 - ଓଡିଆ ବାଇବେଲ8 “ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ,” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଷୌ ଆସି ଯେବେ ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 “ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇଯିବେ,” Viz kapitolaପବିତ୍ର ବାଇବଲ8 ଯାକୁବ ଚିନ୍ତା କଲେ, “ଯଦି ଏଷୌ ଆସି ଗୋଟିଏ ଦଳକୁ ବିନାଶ କରେ, ତେବେ ଅନ୍ୟ ଦଳ ଦୌଡ଼ିଯାଇ ଜୀବନ ରକ୍ଷା କରିବେ।” Viz kapitola |