ଆଦି ପୁସ୍ତକ 33:11 - ଓଡିଆ ବାଇବେଲ11 ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ଵର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି ମୋହର ସବୁ ଅଛି। ଏହି ରୂପେ ଅତ୍ୟ; ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା। Viz kapitolaପବିତ୍ର ବାଇବଲ11 ତେଣୁ ମୁଁ ବିନତି କରୁଛି ତୁମ୍ଭେ ମୋର ଉପହାର ଗ୍ରହଣ କର। ପରମେଶ୍ୱର ମୋ’ ପ୍ରତି ସଦୟ ହୋଇଛନ୍ତି। ମୋର ଆବଶ୍ୟକତାଠାରୁ ଅଧିକ ପାଇଛି।” ଯାକୁବ ଏଷୌକୁ ଉପହାରଗୁଡ଼ିକ ଗ୍ରହଣ କରିବା ପାଇଁ ପ୍ରବର୍ତ୍ତାଇଲେ। ତେଣୁ ସେ ସେଗୁଡ଼ିକୁ ଗ୍ରହଣ କଲେ। Viz kapitola |