Online Bible

- Reklamy -




ଆଦି ପୁସ୍ତକ 33:17 - ଓଡିଆ ବାଇବେଲ

17 ମାତ୍ର ଯାକୁବ ସୁକ୍‍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍‍କୋତ ନାମରେ ବିଖ୍ୟାତ ହୋଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ (କୁଡ଼ିଆ) ନାମରେ ବିଖ୍ୟାତ ହୋଇଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ ନାମରେ ବିଖ୍ୟାତ ହୋଇଅଛି।

Viz kapitola kopírovat

ପବିତ୍ର ବାଇବଲ

17 କିନ୍ତୁ ଯାକୁବ ସୁ‌କ୍‌କୋତକୁ ଗଲେ। ସେହି ସ୍ଥାନରେ ସେ ଆପଣା ପାଇଁ ଏକ ଗୃହ ତିଆରି କଲେ ଓ ପଶୁମାନଙ୍କ ପାଇଁ କୁଡ଼ିଆ ତିଆରି କଲେ। ତେଣୁ ସେହି ସ୍ଥାନର ନାମ ସୁ‌କ୍‌କୋତ ହେଲା।

Viz kapitola kopírovat




ଆଦି ପୁସ୍ତକ 33:17

Následuj nás:

Reklamy


Reklamy