ଆଦି ପୁସ୍ତକ 34:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା। Viz kapitolaପବିତ୍ର ବାଇବଲ1 ଲେୟା ଓ ଯାକୁବର କନ୍ୟା ଥିଲା ଦୀଣା। ଦିନେ ଦୀଣା ସେହି ସ୍ଥାନର ସ୍ତ୍ରୀଲୋକମାନଙ୍କୁ ଭେଟିବାକୁ ଗଲା। Viz kapitola |