ଆଦି ପୁସ୍ତକ 34:13 - ଓଡିଆ ବାଇବେଲ13 ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)13 ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ, Viz kapitolaପବିତ୍ର ବାଇବଲ13 ଯାକୁବର ପୁତ୍ରମାନେ ଶିଖିମକୁ ଓ ତା'ର ପିତାଙ୍କୁ ମିଥ୍ୟା କହିବା ପାଇଁ ନିଷ୍ପତ୍ତି ନେଲେ। ତା'ର ଭାଇମାନେ ସେତେବେଳେ ପାଗଳ ପ୍ରାୟ ଥିଲେ କାରଣ ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିଲା। Viz kapitola |