ଆଦି ପୁସ୍ତକ 34:27 - ଓଡିଆ ବାଇବେଲ27 ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକି ସେହି ଲୋକମାନେ ଭ୍ରଷ୍ଟା କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକି ସେହି ଲୋକମାନେ ଭ୍ରଷ୍ଟା କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକୁ ସେହି ଲୋକମାନେ ଭ୍ରଷ୍ଟା କରିଥିଲେ। Viz kapitolaପବିତ୍ର ବାଇବଲ27 ଯାକୁବର ପୁତ୍ରମାନେ ସେହି ନଗରକୁ ଗଲେ, ଯେଉଁଠାରେ ତାଙ୍କ ଭଉଣୀ କଳୁଷିତା ହୋଇଥିଲା, ଏବଂ ପ୍ରତ୍ୟେକ ଦ୍ରବ୍ୟ ହରଣ କଲେ। Viz kapitola |