ଆଦି ପୁସ୍ତକ 34:29 - ଓଡିଆ ବାଇବେଲ29 ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ୱ ଲୁଟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ଵ ଲୁଟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ୱ ଲୁଟ କଲେ। Viz kapitolaପବିତ୍ର ବାଇବଲ29 ସେହି ଲୋକମାନଙ୍କର ଯାହାସବୁ ଥିଲା ସମସ୍ତ ଏମାନେ ନେଇ ଆସିଲେ। ତା'ର ଭାଇମାନେ ଏପରିକି ତାଙ୍କର ସ୍ତ୍ରୀ ଓ ପିଲାମାନଙ୍କୁ ବନ୍ଦୀକରି ନେଇ ଆସିଲେ। Viz kapitola |