Online Bible

- Reklamy -




ଆଦି ପୁସ୍ତକ 34:30 - ଓଡିଆ ବାଇବେଲ

30 ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋ’ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ତହୁଁ ଯାକୁବ ଶିମୀୟୋନ୍ ଓ ଲେବୀକି କହିଲା, ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍, କିଣାନୀୟ ଓ ପିରିଜୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ଵରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଣୁକରି ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”

Viz kapitola kopírovat

ପବିତ୍ର ବାଇବଲ

30 କିନ୍ତୁ ଯାକୁବ, ଶିମିୟୋନ ଓ ଲେବୀକୁ କହିଲେ, “ତୁମ୍ଭେମାନେ ମୋତେ ବହୁ ଅସୁବିଧାରେ ପକାଇଲଣି। ଏଠାକାର ସମସ୍ତ ଲୋକେ ମୋତେ ଘୃଣା କରିବେ। ସମସ୍ତ କିଣାନୀୟ ସମସ୍ତ ପିରିଜୀୟ ସମସ୍ତ ଲୋକେ ମୋର ବିରୁଦ୍ଧାଚରଣ କରିବେ। ଆମ୍ଭମାନଙ୍କର ବହୁତ କମ୍ ଲୋକ। ଯଦି ଏହି ସ୍ଥାନର ଲୋକମାନେ ଆମ୍ଭ ସହ ଯୁଦ୍ଧ କରିବା ପାଇଁ ଏକତ୍ରିତ ହେବେ, ତେବେ ଆମ୍ଭେ ଧ୍ୱଂସ ପାଇଯିବା। ଏବଂ ଆମ୍ଭର ସମସ୍ତ ଲୋକ ମୋ’ ସହିତ ଶେଷ ହୋଇଯିବେ।”

Viz kapitola kopírovat




ଆଦି ପୁସ୍ତକ 34:30

Následuj nás:

Reklamy


Reklamy