ଆଦି ପୁସ୍ତକ 34:4 - ଓଡିଆ ବାଇବେଲ4 ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରି ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ଶିଖିମ ଆପଣା ପିତା ହମୋରକୁ କହିଲା, ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରି ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରିଦିଅ।” Viz kapitolaପବିତ୍ର ବାଇବଲ4 ଶିଖିମ ତା'ର ପିତା ହମୋରକୁ କହିଲା, “ଦୟାକରି ଏହି ଝିଅ ସହିତ ମୋର ବିବାହର ବନ୍ଦୋବସ୍ତ କର।” Viz kapitola |