ଆଦି ପୁସ୍ତକ 35:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ପରମେଶ୍ଵର ଯାକୁବଙ୍କୁ କହିଲେ, ତୁମ୍ଭେ ଉଠି ବୈଥେଲକୁ ଯାଇ ସେଠାରେ ବାସ କର; ପୁଣି ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ଵର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।” Viz kapitolaପବିତ୍ର ବାଇବଲ1 ପରମେଶ୍ୱର ଯାକୁବଙ୍କୁ କହିଲେ, “ବୈଥେଲ୍କୁ ଯାଅ, ସେଠାରେ ବାସ କର ଏବଂ ସେଠାରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରିବା ପାଇଁ ଏକ ଯଜ୍ଞବେଦି ସ୍ଥାପନ କର। ଯିଏ ତୁମ୍ଭ ଭାଇ ଏଷୌଠାରୁ ତୁମ୍ଭର ପଳାୟନ ବେଳେ ଆବିର୍ଭାବ ହୋଇଥିଲେ।” Viz kapitola |