ଆଦି ପୁସ୍ତକ 35:11 - ଓଡିଆ ବାଇବେଲ11 ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପରମେଶ୍ଵର ତାଙ୍କୁ ଆହୁରି କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ତୁମ୍ଭେ ପ୍ରଜାବ; ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି ତୁମ୍ଭ କଟିଦେଶରୁ ରାଜଗଣ ଜାତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ। Viz kapitolaପବିତ୍ର ବାଇବଲ11 ପରମେଶ୍ୱର ତାଙ୍କୁ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭର ପରିବାର ବହୁତ ବଡ଼ ହେବ। ତୁମ୍ଭର ପରିବାରରୁ ଅନେକ ଜାତିଗଣ ହେବ। ରାଜାମାନେ ତୁମ୍ଭ ଶରୀରରୁ ଆସିବେ। Viz kapitola |