Online Bible

- Reklamy -




ଆଦି ପୁସ୍ତକ 35:16 - ଓଡିଆ ବାଇବେଲ

16 ଏଥିଉତ୍ତାରେ ସେମାନେ ବେଥେଲ୍‍ଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବ ବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଅନନ୍ତର ସେମାନେ ବୈଥେଲଠାରୁପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବବେଦନା ହେଲା; ପୁଣି ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିଉତ୍ତାରେ ସେମାନେ ବେଥେଲ୍‍ଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।

Viz kapitola kopírovat

ପବିତ୍ର ବାଇବଲ

16 ଯାକୁବ ଏବଂ ତାଙ୍କର ଦଳ ବୈଥେଲ୍ ଛାଡ଼ିଲେ, ସେମାନେ ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ବାଟ ଥିଲା। ରାହେଲର ପ୍ରସବ ବେଦନା ହେଲା ଏବଂ ତା'ର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।

Viz kapitola kopírovat




ଆଦି ପୁସ୍ତକ 35:16

Následuj nás:

Reklamy


Reklamy