ଆଦି ପୁସ୍ତକ 35:2 - ଓଡିଆ ବାଇବେଲ2 ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁ ସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିକଟରେ ଯେ ସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର। Viz kapitolaପବିତ୍ର ବାଇବଲ2 ତେଣୁ ଯାକୁବ ତାଙ୍କର ପରିବାର ଓ ଦାସମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେସବୁ ବିଦେଶୀୟ ଦେବତାଗଣ ଅଛନ୍ତି ସେମାନଙ୍କୁ ଦୂର କର, ନିଜ ନିଜକୁ ଶୁଚି କର ଏବଂ ବସ୍ତ୍ର ପରିବର୍ତ୍ତନ କର। Viz kapitola |