Online Bible

- Reklamy -




ଆଦି ପୁସ୍ତକ 35:22 - ଓଡିଆ ବାଇବେଲ

22 ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାର ବିଲହା ନାମ୍ନୀ ଉପପନିୀ ସଙ୍ଗରେ ଶୟନ କଲା, ପୁଣି ଇସ୍ରାଏଲ ତାହା ଶୁଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।

Viz kapitola kopírovat

ପବିତ୍ର ବାଇବଲ

22 ଇସ୍ରାଏଲ ଯେତେବେଳେ ସେଠାରେ ରହୁଥିଲେ, ରୁବେନ୍ ଯାଇ ବିଲହା ସହିତ ଶୟନ କଲା। ଯିଏ ଇସ୍ରାଏଲର ଉପପତ୍ନୀ ଥିଲା। ଏହି ବିଷୟରେ ଇସ୍ରାଏଲ ଜାଣିବାକୁ ପାଇଲେ। ଇସ୍ରାଏଲର ବାରଟି ପୁତ୍ର ଥିଲେ।

Viz kapitola kopírovat




ଆଦି ପୁସ୍ତକ 35:22

Následuj nás:

Reklamy


Reklamy