ଆଦି ପୁସ୍ତକ 35:26 - ଓଡିଆ ବାଇବେଲ26 ଆଉ ଗାଦ୍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍ ଅରାମଠାରେ ଜନ୍ମିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ ଗାଦ୍ ଓ ଆଶେର୍ ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍ ଅରାମଠାରେ ଜନ୍ମିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ଗାଦ୍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍ ଅରାମଠାରେ ଜନ୍ମିଥିଲେ। Viz kapitolaପବିତ୍ର ବାଇବଲ26 ଗାଦ୍ ଓ ଆଶେର ଲେୟାର ଦାସୀ ସିଳ୍ପାର ପୁତ୍ରଗଣ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍ ଅରାମଠାରେ ଜନ୍ମିଥିଲେ। Viz kapitola |