ଆଦି ପୁସ୍ତକ 35:4 - ଓଡିଆ ବାଇବେଲ4 ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହା ସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ଲୁଚାଇ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ତଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହା ସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ଲୁଚାଇ ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହାସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ଲୁଚାଇ ରଖିଲେ। Viz kapitolaପବିତ୍ର ବାଇବଲ4 ତେଣୁ ସମସ୍ତ ଲୋକ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଯାକୁବଙ୍କୁ ଦେଲେ। ସେମାନେ ମଧ୍ୟ ତାଙ୍କର କର୍ଣ୍ଣକୁଣ୍ଡଳ ସମସ୍ତ ଯାକୁବଙ୍କୁ ଦେଲେ। ଯାକୁବ ସେଗୁଡ଼ିକ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ପୋତି ଦେଲେ। Viz kapitola |