ଆଦି ପୁସ୍ତକ 35:9 - ଓଡିଆ ବାଇବେଲ9 ଏଥିଉତ୍ତାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ଯାକୁବ ପଦ୍ଦନ୍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ଵର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ। Viz kapitolaପବିତ୍ର ବାଇବଲ9 ଯେତେବେଳେ ଯାକୁବ ପଦ୍ଦନ୍-ଅରାମକୁ ଫେରିଲେ ପରମେଶ୍ୱର ତାଙ୍କୁ ପୁନର୍ବାର ଦେଖା ଦେଲେ। ପରମେଶ୍ୱର ଯାକୁବଙ୍କୁ ଆଶୀର୍ବାଦ କଲେ। Viz kapitola |