ଆଦି ପୁସ୍ତକ 36:39 - ଓଡିଆ ବାଇବେଲ39 ପୁଣି, ଅକ୍ବୋରର ପୁତ୍ର ବାଲ୍ହାନନ୍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ପୁଣି ଅକ୍ବୋରର ପୁତ୍ର ବାଲହାନନର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ଵ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି, ଅକ୍ବୋରର ପୁତ୍ର ବାଲ୍ହାନନ୍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ। Viz kapitolaପବିତ୍ର ବାଇବଲ39 ଏହା ପରେ ଅକ୍ବୋରର ପୁତ୍ର ବାଲ୍ହାନନ୍ର ମୃତ୍ୟୁପରେ ହଦର ତାହା ପଦରେ ରାଜତ୍ୱ କଲେ। ତାଙ୍କର ରାଜଧାନୀର ନାମ ପାଉ ଓ ତା'ର ସ୍ତ୍ରୀର ନାମ ମହେଟବେଲ୍ ଥିଲା। ସେ ଥିଲେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ। Viz kapitola |