ଆଦି ପୁସ୍ତକ 36:6 - ଓଡିଆ ବାଇବେଲ6 ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅନନ୍ତର ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି ଆପଣାର ସମସ୍ତ ପଶ୍ଵାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା। Viz kapitolaପବିତ୍ର ବାଇବଲ6-7 ଯାକୁବ ଓ ଏଷୌର ପରିବାର ବହୁତ ବଢ଼ିଯିବାରୁ ସେମାନେ କିଣାନରେ ବାସ କରି ପାରିଲେ ନାହିଁ। ତେଣୁ ଏଷୌ ଯାକୁବଠାରୁ ଦୂରକୁ ଗ୍ଭଲିଗଲେ। ଏଷୌ ତାଙ୍କର ସ୍ତ୍ରୀମାନଙ୍କୁ, ପୁତ୍ରମାନଙ୍କୁ, ଝିଅମାନଙ୍କୁ, ସମସ୍ତ ଦାସଦାସୀମାନଙ୍କୁ, ଗାଈ ଏବଂ ସମସ୍ତ ପଶୁମାନଙ୍କୁ ଏବଂ ତାଙ୍କର ଯେତେ ଧନ ସମ୍ପତ୍ତି ଥିଲା ତାକୁ ଧରି ସେୟୀର ପର୍ବତରେ ବାସ କଲେ। Viz kapitola |