ଆଦି ପୁସ୍ତକ 37:14 - ଓଡିଆ ବାଇବେଲ14 ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋ’ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେତେବେଳେ ଇସ୍ରାଏଲ ତାହାକୁ କହିଲେ, ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ଵାଦ ଆଣ। ଏହି ରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା। Viz kapitolaପବିତ୍ର ବାଇବଲ14 ଯୋଷେଫଙ୍କର ପିତା କହିଲେ, “ଯାଇ ଦେଖ ତୁମ୍ଭର ଭାଇମାନେ ଏବଂ ପଲ ସବୁ କିପରି ଅଛନ୍ତି।” ତା'ପରେ ଫେରି ଆସ ଏବଂ ମୋତେ କୁହ। ତେଣୁ ଯୋଷେଫଙ୍କର ପିତା ତାଙ୍କୁ ହିବ୍ରୋଣର ଶିଖିମ ଉପତ୍ୟକାକୁ ପଠାଇଲେ। Viz kapitola |