ଆଦି ପୁସ୍ତକ 37:17 - ଓଡିଆ ବାଇବେଲ17 ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଛନ୍ତି; କାରଣ ମୁଁ ଶୁଣିଥିଲି, ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେ ମନୁଷ୍ୟ କହିଲା, ସେମାନେ ଏଠାରୁ ଯାଇଛନ୍ତି; କାରଣ ମୁଁ ଶୁଣିଥିଲି, ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ। ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା। Viz kapitolaପବିତ୍ର ବାଇବଲ17 ଏହା ପରେ ସେହି ଲୋକଟି କହିଲା। “ସେମାନେ ଏଠାରୁ ଗ୍ଭଲିଗଲେଣି। ସେମାନେ କହୁଥିବାର ମୁଁ ଶୁଣିଛି, ଆସ ଦୋଥନକୁ ଯିବା।” ତେଣୁ ଯୋଷେଫ ତାଙ୍କର ଭାଇମାନଙ୍କୁ ଅନୁସରଣ କରି ଦୋଥନରେ ଯାଇ ସେମାନଙ୍କୁ ସାକ୍ଷାତ କଲେ। Viz kapitola |