Online Bible

- Reklamy -




ଆଦି ପୁସ୍ତକ 37:22 - ଓଡିଆ ବାଇବେଲ

22 ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ,” ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇ ଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, ତୁମ୍ଭେମାନେ ରକ୍ତପାତ କର ନାହିଁ; ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇ ଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

22 କୌଣସି ରକ୍ତପାତ କର ନାହିଁ, ତାକୁ ଏକ ଜଙ୍ଗଲର ଶୁଷ୍କ କୂଅରେ ଫିଙ୍ଗିଦିଅ, କିନ୍ତୁ, ତୁମ୍ଭେମାନେ ନିଜେ ତାକୁ ଆଘାତ କର ନାହିଁ।” କାରଣ ତାକୁ ନ ମାରି ପିତାଙ୍କ ନିକଟକୁ ପଠାଇ ଦେବା ପାଇଁ ରୁବେ‌‌ନ୍‌‌ର ଯୋଜନା ଥିଲା।

Viz kapitola kopírovat




ଆଦି ପୁସ୍ତକ 37:22

Následuj nás:

Reklamy


Reklamy