Online Bible

- Reklamy -




ଆଦି ପୁସ୍ତକ 37:25 - ଓଡିଆ ବାଇବେଲ

25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍‍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

25 ଯେତେବେଳେ ଯୋଷେଫ କୂପ ମଧ୍ୟରେ ଥିଲେ। ତା'ର ଭାଇମାନେ ଖାଇବାକୁ ବସିଲେ। ଏହା ପରେ ସେମାନେ ଦେଖିଲେ, ଏକ ବଣିକ ଦଳ ଗିଲିୟଦରୁ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁ‌ଗ୍‌ଗୁଳ ଓ ଗନ୍ଧରସ ଘେନି ମିଶର ଦେଶକୁ ଯାଉଛନ୍ତି।

Viz kapitola kopírovat




ଆଦି ପୁସ୍ତକ 37:25

Následuj nás:

Reklamy


Reklamy