Online Bible

- Reklamy -




ଆଦି ପୁସ୍ତକ 37:28 - ଓଡିଆ ବାଇବେଲ

28 ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି ଇଶ୍ମାଏଲୀୟମାନଙ୍କଠାରୁ କୋଡ଼ିଏ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।

Viz kapitola kopírovat

ପବିତ୍ର ବାଇବଲ

28 ଯେତେବେଳେ ମିଦିୟନୀୟ ବଣିକମାନେ ସେମାନଙ୍କ ନିକଟକୁ ଆସିଲେ, ଭାଇମାନେ ଯୋଷେଫଙ୍କୁ କୂଅ ଭିତରୁ ବାହାର କରି ଆଣିଲେ ଏବଂ କୋଡ଼ିଏ ରୌପ୍ୟ ମୁଦ୍ରାରେ ବିକ୍ରୀ କରିଦେଲେ। ସେହି ବଣିକମାନେ ତାଙ୍କୁ ମିଶରକୁ ନେଇଗଲେ।

Viz kapitola kopírovat




ଆଦି ପୁସ୍ତକ 37:28

Následuj nás:

Reklamy


Reklamy