ଆଦି ପୁସ୍ତକ 37:31 - ଓଡିଆ ବାଇବେଲ31 ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଅନନ୍ତର ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ। Viz kapitolaପବିତ୍ର ବାଇବଲ31 ତା'ର ଭାଇମାନେ ଏକ ଛେଳି ମାରି ତା'ର ରକ୍ତରେ ଯୋଷେଫଙ୍କର ବସ୍ତ୍ରକୁ ବୁଡ଼ାଇ ଦେଲେ। Viz kapitola |