ଆଦି ପୁସ୍ତକ 37:33 - ଓଡିଆ ବାଇବେଲ33 ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋ’ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ତହିଁରେ ସେ ତାହା ଚିହ୍ନି କହିଲେ, ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ତ ଖଣ୍ତ ହୋଇ ବିଦୀର୍ଣ୍ଣ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।” Viz kapitolaପବିତ୍ର ବାଇବଲ33 ତାଙ୍କ ପିତା ସେହି ବସ୍ତ୍ର ଦେଖି ତାହା ଯୋଷେଫର ବୋଲି ଜାଣିଲେ। ସେମାନଙ୍କର ପିତା କହିଲେ, “ହଁ ଏହା ଯୋଷେଫର ବସ୍ତ୍ର ଅଟେ। କୌଣସି ଏକ ବଣୁଆ ଜନ୍ତୁ ତାକୁ ମାରି ଖାଇ ପକାଇଛି। ଗୋଟିଏ ବନ୍ୟ ପଶୁ ମୋର ପୁତ୍ର ଯୋଷେଫକୁ ଚିରି ପକାଇଲା।” Viz kapitola |