ଆଦି ପୁସ୍ତକ 37:8 - ଓଡିଆ ବାଇବେଲ8 ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିରେ ତାହାର ଭାଇମାନେ ତାକୁ କହିଲେ, ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବୁ? ତହୁଁ ସେମାନେ ତାହାର ସବୁ ସ୍ଵପ୍ନ ଓ କଥା ହେତୁରୁ ତାକୁ ଆହୁରି ଅଧିକ ଘୃଣା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ। Viz kapitolaପବିତ୍ର ବାଇବଲ8 ତାଙ୍କର ଭାଇମାନେ ତାଙ୍କୁ କହିଲେ, “ତୁ କ’ଣ ଭାବୁଛୁ, ରାଜା ହୋଇ ଆମ୍ଭମାନଙ୍କୁ ଶାସନ କରିବୁ?” ତା'ର ଭାଇମାନେ ଏହି ସ୍ୱପ୍ନର କଥା ଶୁଣି ତାଙ୍କୁ ଅଧିକ ଘୃଣା କଲେ। Viz kapitola |