ଆଦି ପୁସ୍ତକ 37:9 - ଓଡିଆ ବାଇବେଲ9 ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ଯୋଷେଫ ଆଉ ଗୋଟିଏ ସ୍ଵପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, ଦେଖ, ମୁଁ ଆଉ ଏକ ସ୍ଵପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।” Viz kapitolaପବିତ୍ର ବାଇବଲ9 ଏହା ପରେ ଯୋଷେଫ ଅନ୍ୟ ଏକ ସ୍ୱପ୍ନ ଦେଖିଲେ ଏବଂ ସେ ତାଙ୍କର ଭାଇମାନଙ୍କୁ ଏହି ସ୍ୱପ୍ନ ବିଷୟରେ କହିଲେ। ଯୋଷେଫ କହିଲେ, “ସୂର୍ଯ୍ୟ, ଚନ୍ଦ୍ର ଏବଂ ଏଗାରଟି ତାରା ମୋ’ ସମ୍ମୁଖରେ ନତ ହେଲେ।” Viz kapitola |