ଆଦି ପୁସ୍ତକ 38:14 - ଓଡିଆ ବାଇବେଲ14 ତହିଁରେ ତାମର ବିଧବା-ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ-ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ତାମର ବିଧବା-ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ-ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ତାମର ବିଧବା ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ। Viz kapitolaପବିତ୍ର ବାଇବଲ14 ତାମର ସର୍ବଦା ବିଧବା ବସ୍ତ୍ର ପିନ୍ଧୁଥିଲା। ତେଣୁ ସେ କିଛି ଅନ୍ୟ ପୋଷାକ ପିନ୍ଧି ତା'ର ମୁହଁକୁ ଲୁଗ୍ଭଇ ତିମ୍ନା ପଥ ପାର୍ଶ୍ୱସ୍ଥିତ ଐନମର ପ୍ରବେଶ ସ୍ଥାନରେ ବସି ରହିଲା। କାରଣ ସେ ଦେଖିଲା ଶେଲା ବଡ଼ ହେଲେ ହେଁ ତାକୁ ବିବାହ କଲା ନାହିଁ। Viz kapitola |