Online Bible

- Reklamy -




ଆଦି ପୁସ୍ତକ 38:16 - ଓଡିଆ ବାଇବେଲ

16 ଏନିମନ୍ତେ ସେ ପଥପାଶ୍ୱର୍ରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋ’ କତିକି ଆସିବା ପାଇଁ କଅଣ ଦେବ ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ। ତହୁଁ ତାମର କହିଲା, ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?”

Viz kapitola kopírovat

ପବିତ୍ର ବାଇବଲ

16 ତେଣୁ ଯିହୁଦା ତାର ପାଖକୁ ଗଲା ଏବଂ କହିଲା, “ତୁମ୍ଭ ସହିତ ମୋତେ ସହବାସ କରିବାକୁ ଦିଅ।” ସେ ତା'ର ପୁତ୍ରବଧୁ ବୋଲି ଯିହୁଦା ଜାଣି ନ ଥିଲା। ସେ କହିଲା, “ତୁମ୍ଭେ ମୋତେ କ’ଣ ଦେବ?”

Viz kapitola kopírovat




ଆଦି ପୁସ୍ତକ 38:16

Následuj nás:

Reklamy


Reklamy