ଆଦି ପୁସ୍ତକ 38:18 - ଓଡିଆ ବାଇବେଲ18 ଯିହୁଦା କହିଲା, “କଅଣ ବନ୍ଧକ ଦେବା ?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯିହୁଦା କହିଲା, କଅଣ ବନ୍ଧକ ଦେବା? ତାମର କହିଲା, ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି। ତହୁଁ ଯିହୁଦା ତାକୁ ସେ ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ଵାରା ଗର୍ଭବତୀ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯିହୁଦା କହିଲା, “କଅଣ ବନ୍ଧକ ଦେବା?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା। Viz kapitolaପବିତ୍ର ବାଇବଲ18 ଯିହୁଦା ପଗ୍ଭରିଲା, “ମୁଁ ତୁମ୍ଭକୁ କ’ଣ ଦିଏ ବୋଲି ଗ୍ଭହୁଁଛ?” ତାମର କହିଲା, “ତୁମ୍ଭର ଏହି ମୋହର, ସୁତ୍ର ଆଉ ହସ୍ତ ଯଷ୍ଟି।” ଯିହୁଦା ତାହା ସବୁ ତାମରକୁ ଦେଲା। ଏହା ପରେ ଯିହୁଦା ଓ ତାମର ମଧ୍ୟରେ ଦୈହିକ ସମ୍ପର୍କରୁ ତାମର ଗର୍ଭବତୀ ହେଲା। Viz kapitola |