ଆଦି ପୁସ୍ତକ 38:20 - ଓଡିଆ ବାଇବେଲ20 ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ଵାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ। Viz kapitolaପବିତ୍ର ବାଇବଲ20 ଏହା ପରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ପାଇଁ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ଦେଇ ପଠାଇଲା। ମାତ୍ର ସେ ତା'ର ଦେଖା ପାଇଲା ନାହିଁ। Viz kapitola |