ଆଦି ପୁସ୍ତକ 38:22 - ଓଡିଆ ବାଇବେଲ22 ଏଥିଉତ୍ତାରେ ଯିହୁଦା ନିକଟକୁ ଫେରି ଯାଇ କହିଲା, “ମୁଁ ତାହାର ଦେଖା ପାଇଲି ନାହିଁ,” ଆଉ ସେଠାର ଲୋକମାନେ ମଧ୍ୟ କହିଲେ, “ଏହି ସ୍ଥାନରେ କୌଣସି ବେଶ୍ୟା ରହନ୍ତି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ଯିହୁଦା ନିକଟକୁ ଫେରି ଯାଇ କହିଲା, ମୁଁ ତାହାର ଦେଖା ପାଇଲି ନାହିଁ; ଆଉ ସେଠାର ଲୋକମାନେ ମଧ୍ୟ କହିଲେ, ଏ ସ୍ଥାନରେ କୌଣସି ମାହାରୀ ରହେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ଯିହୁଦା ନିକଟକୁ ଫେରିଯାଇ କହିଲା, “ମୁଁ ତାହାର ଦେଖା ପାଇଲି ନାହିଁ, ଆଉ ସେଠାର ଲୋକମାନେ ମଧ୍ୟ କହିଲେ, ‘ଏହି ସ୍ଥାନରେ କୌଣସି ମାହାରୀ ରହେ ନାହିଁ।’” Viz kapitolaପବିତ୍ର ବାଇବଲ22 ତେଣୁ ଯିହୁଦାର ବନ୍ଧୁ ଯିହୁଦା ନିକଟକୁ ଫେରି ଯାଇ କହିଲା, “ମୁଁ ସେହି ସ୍ତ୍ରୀଲୋକକୁ ପାଇଲି ନାହିଁ ଏବଂ ସେଠାକାର ଲୋକମାନଙ୍କୁ ପଗ୍ଭରିବାରୁ ସେମାନେ କହିଲେ ଏଠାରେ କୌଣସି ବେଶ୍ୟା ରହନ୍ତି ନାହିଁ।” Viz kapitola |