Online Bible

- Reklamy -




ଆଦି ପୁସ୍ତକ 38:24 - ଓଡିଆ ବାଇବେଲ

24 ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି। ତହିଁରେ ଯିହୁଦା କହିଲା, ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”

Viz kapitola kopírovat

ପବିତ୍ର ବାଇବଲ

24 ପ୍ରାୟ ତିନି ମାସ ଯିବା ପରେ, କେହି ଜଣେ ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୁ ତାମର ବେଶ୍ୟା ପରି ଗର୍ଭଧାରଣ କରିଛି।” ଏହା ପରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦ‌ଗ୍‌ଧ କର।”

Viz kapitola kopírovat




ଆଦି ପୁସ୍ତକ 38:24

Následuj nás:

Reklamy


Reklamy