ଆଦି ପୁସ୍ତକ 38:30 - ଓଡିଆ ବାଇବେଲ30 ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଅନନ୍ତର ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା। Viz kapitolaପବିତ୍ର ବାଇବଲ30 ଏହା ପରେ ଅନ୍ୟ ପିଲାଟି ଜନ୍ମ ନେଲା, ଏହି ପିଲାଟିର ହସ୍ତରେ ସିନ୍ଦୁରବର୍ଣ୍ଣ ସୁତ୍ର ଥିଲା, ସେ ତା'ର ନାମ ସେରହ ଦେଲେ। Viz kapitola |