ଆଦି ପୁସ୍ତକ 39:1 - ଓଡିଆ ବାଇବେଲ1 ଯୋଷେଫ ମିସର ଦେଶକୁ ଅଣାଯା’ନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍, ମିସ୍ରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍, ମିସ୍ରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାଏଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍, ମିସରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା। Viz kapitolaପବିତ୍ର ବାଇବଲ1 ଯୋଷେଫ ମିଶର ଦେଶକୁ ଅଣାଯାଆନ୍ତେ ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍ ମିସ୍ରୀୟ ପୋଟୀଫର ନାମକ ରକ୍ଷକ ସେନାପତି ତାଙ୍କର ଆନୟନକାରୀ ଇଶ୍ମାଏଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣିଲା। Viz kapitola |