ଆଦି ପୁସ୍ତକ 39:17 - ଓଡିଆ ବାଇବେଲ17 ଏଥିଉତ୍ତାରେ ସେ ଆପଣା ସ୍ୱାମୀକୁ ସେହି କଥାନୁସାରେ କହିଲା, “ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆମ୍ଭମାନଙ୍କ ପାଖକୁ ଆଣିଅଛ, ସେ ମୋ’ ସଙ୍ଗେ ପରିହାସ କରିବା ନିମନ୍ତେ ମୋ’ କତିକି ଆସିଥିଲା, Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅନନ୍ତର ସେ ଆପଣା ସ୍ଵାମୀକି ସେହି କଥାନୁସାରେ କହିଲା, ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆମ୍ଭମାନଙ୍କ ପାଖକୁ ଆଣିଅଛ, ସେ ମୋʼ ସଙ୍ଗେ ପରିହାସ କରିବା ନିମନ୍ତେ ମୋʼ କତିକି ଆସିଥିଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ସେ ଆପଣା ସ୍ୱାମୀକୁ ସେହି କଥାନୁସାରେ କହିଲା, “ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆମ୍ଭମାନଙ୍କ ପାଖକୁ ଆଣିଅଛ, ସେ ମୋʼ ସଙ୍ଗେ ପରିହାସ କରିବା ନିମନ୍ତେ ମୋʼ କତିକି ଆସିଥିଲା, Viz kapitolaପବିତ୍ର ବାଇବଲ17 ସେ ତା'ର ସ୍ୱାମୀକୁ ସେହିସବୁ କଥାମାନ କହିଲା। ସେ କହିଲା, “ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆଣିଅଛ ସେ ମୋତେ ପରିହାସ କରିବାକୁ ମୋ’ ପାଖକୁ ଆସିଲା। Viz kapitola |