Online Bible

- Reklamy -




ଆଦି ପୁସ୍ତକ 39:22 - ଓଡିଆ ବାଇବେଲ

22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ।

Viz kapitola kopírovat

ପବିତ୍ର ବାଇବଲ

22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀ ଲୋକଙ୍କର ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲେ। ପୁଣି ସେମାନେ ଯାହା କଲେ ସେହି ସକଳର କର୍ତ୍ତା ସେ ହେଲେ।

Viz kapitola kopírovat




ଆଦି ପୁସ୍ତକ 39:22

Následuj nás:

Reklamy


Reklamy