ଆଦି ପୁସ୍ତକ 39:3 - ଓଡିଆ ବାଇବେଲ3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେ ଯେ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା। Viz kapitolaପବିତ୍ର ବାଇବଲ3 ପୋଟୀଫର ଦେଖିଲେ ଯେ ସଦାପ୍ରଭୁ ଯୋଷେଫଙ୍କର ସହାୟ ଅଟନ୍ତି। ପୋଟୀଫର ଦେଖିଲେ ସଦାପ୍ରଭୁ ସହାୟ ଯୋଗୁଁ ସେ ଯେଉଁ କାର୍ଯ୍ୟ କରୁଛି ତାହା ସୁଗ୍ଭରୁ ରୂପେ କରି ପାରୁଛି। Viz kapitola |