ଆଦି ପୁସ୍ତକ 39:7 - ଓଡିଆ ବାଇବେଲ7 ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋ’ ସଙ୍ଗେ ଶୟନ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, ତୁମ୍ଭେ ମୋʼ ସଙ୍ଗେ ଶୟନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋʼ ସଙ୍ଗେ ଶୟନ କର।” Viz kapitolaପବିତ୍ର ବାଇବଲ7 କିଛି ଦିନ ପରେ ଯୋଷେଫଙ୍କର ମୁନିବର ସ୍ତ୍ରୀ ଯୋଷେଫଙ୍କୁ ନଜର ପକେଇବାକୁ ଲାଗିଲା। ଦିନେ ସେହି ସ୍ତ୍ରୀ ଯୋଷେଫକୁ ଅନୁରୋଧ କଲା, “ମୋ’ ସହିତ ଶୟନ କର।” Viz kapitola |