ଆଦି ପୁସ୍ତକ 39:8 - ଓଡିଆ ବାଇବେଲ8 ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋ’ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋ’ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ମାତ୍ର ଯୋଷେଫ ଅସ୍ଵୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, ଦେଖ, ଏ ଗୃହରେ ମୋʼ ଜିମା ଯାହା ଅଛି, ମୋʼ ପ୍ରଭୁ ତହିଁର ତତ୍ତ୍ଵ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ଵ ସମର୍ପଣ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋʼ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି। Viz kapitolaପବିତ୍ର ବାଇବଲ8 କିନ୍ତୁ ଯୋଷେଫ ମନା କରି କହିଲେ, “ଦେଖ ଏ ଗୃହରେ ଯାହା ଅଛି ମୋ’ ମୁନିବ ତହିଁର ତତ୍ତ୍ୱ ନିଅନ୍ତି ନାହିଁ। ସେ ମୋ’ ହସ୍ତରେ ଆପଣାର ସର୍ବଶ୍ୱ ସମର୍ପଣ କରିଛନ୍ତି। Viz kapitola |