ଆଦି ପୁସ୍ତକ 39:9 - ଓଡିଆ ବାଇବେଲ9 ଏହି ଗୃହରେ ମୋ’ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ’ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ ?” Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏହି ଗୃହରେ ମୋʼଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିରୂପେ ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିପାରେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?” Viz kapitolaପବିତ୍ର ବାଇବଲ9 ଏହି ଗୃହରେ ସେ ମୋତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶୟନ କରି ପାରିବି ନାହିଁ। ଏହା ଭୁଲ୍ ଅଟେ, ଏହା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ ତୁଲ୍ୟ।” Viz kapitola |