ଆଦି ପୁସ୍ତକ 4:17 - ଓଡିଆ ବାଇବେଲ17 ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ। Viz kapitolaପବିତ୍ର ବାଇବଲ17 କୟିନ ତା'ର ସ୍ତ୍ରୀ ସହିତ ସହବାସ କଲା। ଏହା ପରେ ସେ ଗର୍ଭବତୀ ହୋଇ ଏକ ସନ୍ତାନ ଜନ୍ମ କଲା ଯାହାର ନାମ ଥିଲା ହନୋକ। କୟିନ ତା'ର ପୁତ୍ରର ନାମ ଅନୁସାରେ ଏକ ନଗର ନିର୍ମାଣ କଲା ଓ ତା'ର ନାମ ଦେଲା “ହନୋକ।” Viz kapitola |