ଆଦି ପୁସ୍ତକ 4:2 - ଓଡିଆ ବାଇବେଲ2 ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଥିଉତ୍ତାରୁ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ହେବଲ ମେଷପାଳକ ଓ କୟିନ କୃଷକ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ। Viz kapitolaପବିତ୍ର ବାଇବଲ2 ଏହା ପରେ ହବା କୟିନର ଭାଇ ହେବଲଙ୍କୁ ଜନ୍ମ କଲା। ହେବଲ ମେଷପାଳକ ଓ କୟିନ କୃଷକ ହେଲେ। Viz kapitola |