ଆଦି ପୁସ୍ତକ 4:25 - ଓଡିଆ ବାଇବେଲ25 ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏଥିଉତ୍ତାରୁ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରନିନିଧି) ଦେଲେ; ଯେହେତୁ ସେ କହିଲେ, ପରମେଶ୍ଵର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।” Viz kapitolaପବିତ୍ର ବାଇବଲ25 ଆଦମ ପୁନର୍ବାର ତା'ର ସ୍ତ୍ରୀ ହବା ସହିତ ସହବାସ କଲା ଏବଂ ପୁଣି ସେ ଅନ୍ୟ ଏକ ପୁତ୍ର ସନ୍ତାନ ପ୍ରସବ କଲା, ତାକୁ ଶେଥ ବୋଲି ଡାକିଲା। ହବା କହିଲା, “ପରମେଶ୍ୱର ହେବଲର ପ୍ରତିବଦଳରେ ଆଉ ଗୋଟିଏ ପୁତ୍ର ଦେଇଛନ୍ତି, କାରଣ କୟିନ ତାହାକୁ ହତ୍ୟା କଲା।” Viz kapitola |