ଆଦି ପୁସ୍ତକ 4:26 - ଓଡିଆ ବାଇବେଲ26 ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ26 ଶେଥର ଏକ ପୁତ୍ର ଥିଲା, ସେ ତା'ର ନାମ ଈନୋଶ ଦେଇଥିଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାକୁ ଆରମ୍ଭ କଲେ। Viz kapitola |