ଆଦି ପୁସ୍ତକ 40:14 - ଓଡିଆ ବାଇବେଲ14 ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋ’ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋ’ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ। Viz kapitolaପବିତ୍ର ବାଇବଲ14 କିନ୍ତୁ ତୁମ୍ଭର ମଙ୍ଗଳ ହେଲେ ମୋତେ ସ୍ମରଣ କରିବ। ପୁଣି ମୋ’ ପ୍ରତି ଦୟାକରି ଫାରୋଙ୍କ ଛାମୁରେ ମୋ’ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ। Viz kapitola |